କୃଷକ ନେତା ଚୌଧୁରୀ ଚରଣ ସିଂଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- କୃଷକ ନେତା ଚୌଧୁରୀ ଚରଣ ସିଂଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କୃଷକ ନେତା ଚୌଧୁରୀ ଚରଣ ସିଂଙ୍କ ଜୟନ୍ତୀରେ
ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- କୃଷକ ନେତା ଚୌଧୁରୀ ଚରଣ ସିଂଙ୍କୁ ନମନ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କୃଷକ ନେତା ଚୌଧୁରୀ ଚରଣ ସିଂଙ୍କ ଜୟନ୍ତୀରେ

ଭକ୍ତିପୂତ ପ୍ରଣାମ । ଗ୍ରାମୀଣ ଭାରତର ବିକାଶ ଏବଂ କୃଷକମାନଙ୍କ ଉନ୍ନତି ପାଇଁ ତାଙ୍କର ଅବଦାନ ସଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande