କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ କବି, ନାଟ୍ୟକାର ତଥା ସଙ୍ଗୀତଜ୍ଞ କବିଚନ୍ଦ୍ର କ
ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ କବି, ନାଟ୍ୟକାର ତଥା

ସଙ୍ଗୀତଜ୍ଞ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ

ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ଓଡ଼ିଆ ନାଟ୍ୟ ସାହିତ୍ୟକୁ ଆଧୁନିକ ରୂପ ଦେବା ସହ ଆମ କଳା ଓ

ଐତିହ୍ୟକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବାରେ ତାଙ୍କର ଅବଦାନ ସଦାସର୍ବଦା ସ୍ମରଣୀୟ।

ତାଙ୍କର କାଳଜୟୀ ସୃଜନଶୀଳତା ଆମ ସଂସ୍କୃତିକୁ ଚିରକାଳ ଦୀପ୍ତିମନ୍ତ କରି ରଖିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande