
ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- ସ୍ୱର୍ଗତ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ କବି, ନାଟ୍ୟକାର ଓ ଗବେଷକ
ସ୍ୱର୍ଗତ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା