କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ନାଟ୍ୟ ଜଗତକୁ ସମୃଦ୍ଧ କରିଥିବା ମହାନ ବ୍ୟକ୍ତିତ୍ୱ କବିଚନ୍ଦ୍ର
ନବୀନଙ୍କ ଶ୍ରଦ୍ଧାଂଜଳି ଜ୍ଞାପନ


ଭୁବନେଶ୍ୱର, 23 ଡିସେମ୍ବର (ହି.ସ.)- କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ଓଡ଼ିଶାର ନାଟ୍ୟ ଜଗତକୁ ସମୃଦ୍ଧ କରିଥିବା ମହାନ ବ୍ୟକ୍ତିତ୍ୱ କବିଚନ୍ଦ୍ର

କାଳୀଚରଣ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ନିଜ ବଳିଷ୍ଠ ରଚନା ହେଉକି

ନିର୍ଦ୍ଦେଶନାରେ ସେ ଓଡ଼ିଆ ନାଟକକୁ ଲୋକପ୍ରିୟ କରିଛନ୍ତି। ଓଡ଼ିଆ ନାଟ୍ୟ ଶାସ୍ତ୍ରର 'ଭରତମୁନି' ଭାବେ ସେ ସର୍ବଦା

ପୂଜନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande