
କେନ୍ଦ୍ରାପଡା24 ଡିସେମ୍ବର
(ହି.ସ.) ଜିଲ୍ଲା ସ୍ତରୀଯୁବ ମହୋତ୍ସବରେ ବିଭିନ୍ନ ଵର୍ଗରେ କୃତିତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ପ୍ରତିଯୋଗୀ ମାନେ ରାଜ୍ୟସ୍ତରରେ ଆୟୋଜିତ ହେବାକୁ ଥିବା ଯୁବ ମହୋତ୍ସବ ପାଇଁ ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆଜି ୩୧ ଜଣ ପ୍ରତିଯୋଗୀ ଭୁବନେଶ୍ୱର ଯାତ୍ରା କରିଛନ୍ତି ଜ୍ଝ ଆଜି ସକାଳେ ଜିଲ୍ଲାପାଳ ରଘୁରାମ ଆର ଆୟର ପ୍ରତିଯୋଗୀ ମାନଙ୍କୁ ଯାତ୍ରା ପୂର୍ବରୁ ଉତ୍ସାହିତ କରିବା ସହିତ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି ଜ୍ଝଜିଲ୍ଲାପାଳ ଶ୍ରୀ ଆୟର ପତକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ ଜ୍ଝ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ୨୪ ଡିସେମ୍ବରରୁ ତାରିଖରୁ ୨୬ ଡିସେମ୍ବର ପର୍ୟ୍ୟନ୍ତ ଅନୁଷ୍ଠିତ ହେବ ଜ୍ଝ
---------------
ହିନ୍ଦୁସ୍ଥାନ ସମାଚାର / ରବି