ବିଶ୍ୱନାଥ କରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ବିଶ୍ୱନାଥ କରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା-ସାହିତ୍ୟର ନିରବଚ୍ଛିନ୍ନ ସାଧକ, ସମ୍ପାଦକ ଓ
ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ବିଶ୍ୱନାଥ କରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା-ସାହିତ୍ୟର ନିରବଚ୍ଛିନ୍ନ ସାଧକ, ସମ୍ପାଦକ ଓ

ସଂସ୍କାରକ ସ୍ୱର୍ଗତ ବାଗ୍ମୀ ବିଶ୍ୱନାଥ କରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande