ଅନୁଗୋଳରେ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ଅନୁଗୋଳରେ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଅନୁଗୋଳ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ଶ୍ରୀଜଗନ୍ନାଥ
କେନ୍ଦ୍ରମନ୍ତ୍ରୀଙ୍କ ଦର୍ଶନ


ଭୁବନେଶ୍ୱର, 24 ଡିସେମ୍ବର (ହି.ସ.)- ଅନୁଗୋଳରେ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କରିଛନ୍ତି

କେନ୍ଦ୍ରମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଅନୁଗୋଳ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ଶ୍ରୀଜଗନ୍ନାଥ

ମନ୍ଦିରରେ ଦର୍ଶନ କରିବାର ସୌଭାଗ୍ୟ ଲାଭ କଲି । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ, ଶାନ୍ତି ଓ ମଙ୍ଗଳ

କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande