ପବିତ୍ର ବଡ଼ଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- ପବିତ୍ର ବଡ଼ଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ବଡ଼ଦିନ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ
ବଡଦିନର ଶୁଭେଚ୍ଛା


ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- ପବିତ୍ର ବଡ଼ଦିନର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ବଡ଼ଦିନ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଦିବସ ଅବସରରେ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande