କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ଅଧିକାରିତା ରାଷ
ରାମଦାସଙ୍କୁ ଜନ୍ମଦିନର ଶୁଭେଚ୍ଛା


ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଶ୍ରୀ

ରାମଦାସ ଅଠାୱଲେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ର ସାମାଜିକ ନ୍ୟାୟ ଏବଂ

ଅଧିକାରିତା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେଙ୍କୁ ଜନ୍ମଦିନର ହାର୍ଦ୍ଦି ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande