ସୁଶାସନ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- ସୁଶାସନ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ''ଭାରତ ରତ୍ନ'' ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସ
ସୁଶାସନ ଦିବସର ଶୁଭେଚ୍ଛା ଜଣାଇଲେ     ପ୍ରଭାତି ପରିଡା


ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- ସୁଶାସନ ଦିବସର ଶୁଭେଚ୍ଛା

ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ 'ଭାରତ ରତ୍ନ'

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ପାଳିତ ସୁଶାସନ ଦିବସ

ଅବସରରେ ଶୁଭେଚ୍ଛା ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande