ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 26 ଡିସେମ୍ବର (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସି
ମନମୋହନଙ୍କୁ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 26 ଡିସେମ୍ବର (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ଜୀଙ୍କ

ପୁଣ୍ୟତିଥି ଅବସରରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି।

ଭାରତର ଅର୍ଥନୈତିକ ଯାତ୍ରାରେ ଡା. ମନମୋହନ ସିଂହ ଜୀଙ୍କ

ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ସାର୍ବଜନୀନ ଜୀବନରେ ତାଙ୍କର ଶାଳୀନ ଆଚରଣ ଏବଂ

କର୍ତ୍ତବ୍ୟନିଷ୍ଠା ସର୍ବଦା ସ୍ମରଣୀୟ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande