ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲି ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲି ଜୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ
ଅରୁଣ ଜେଟଲୀ


ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲି

ଜୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ

ସ୍ୱର୍ଗତ ଅରୁଣ ଜେଟଲି ଜୀଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ଜଣେ ବିଚକ୍ଷଣ ରାଜନୀତିଜ୍ଞ ଓ

ଦକ୍ଷ ସଂଗଠକ ଭାବେ ଦେଶ ପ୍ରତି ତାଙ୍କର ସେବା ଓ ନିଷ୍ଠା ଅବିସ୍ମରଣୀୟ। ତାଙ୍କର ଆଦର୍ଶ ଜୀବନ ଓ

ଶାଣିତ ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ ସଦା ସର୍ବଦା ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande