
ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- ଅନୁଗୋଳର ଶେଷ ସ୍ଵାଧୀନ ରାଜା ସୋମନାଥ ସିଂହ
ଜଗଦ୍ଦେବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଅନୁଗୋଳର
ଶେଷ ସ୍ଵାଧୀନ ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି
। ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ଵର ଉତ୍ତୋଳନ କରି ନିଜ ମାଟିର ଗୌରବ ରକ୍ଷା କରିଥିବା ଏହି ମହାନ
ଜନନାୟକଙ୍କ ଅଦମ୍ୟ ସାହସ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା