ମନ୍ କୀ ବାତରେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- ପ୍ରଧାନମନ୍ତ୍ରୀଙ୍କ ଆଜି ମନ କି ବାତ କାର୍ଯ୍ୟକ୍ରମରେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରି ଜୀଙ୍କୁ ମନେ ପକାଇଛନ୍ତି | ପାର୍ବତୀ ଗିରିଙ୍କୁ ପ୍ରଶଂସା କର ପିଏମ ମୋଦି କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମରେ ପାର୍ବତୀ
ମନ୍ କୀ ବାତ


ଭୁବନେଶ୍ୱର, 28 ଡିସେମ୍ବର (ହି.ସ.)- ପ୍ରଧାନମନ୍ତ୍ରୀଙ୍କ

ଆଜି ମନ କି ବାତ କାର୍ଯ୍ୟକ୍ରମରେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରି ଜୀଙ୍କୁ ମନେ

ପକାଇଛନ୍ତି | ପାର୍ବତୀ ଗିରିଙ୍କୁ ପ୍ରଶଂସା କର ପିଏମ ମୋଦି

କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମରେ ପାର୍ବତୀ ଗିରିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ।ଯିଏକି ମାତ୍ର ଷୋହଳ ବର୍ଷ ବୟସରେ ଭାରତ ଛାଡ଼ ଆନ୍ଦୋଳନରେ ଯୋଗ

ଦେଇଥିଲେ ଏବଂ ପରେ ସମାଜ ସେବା ଏବଂ ଆଦିବାସୀ କଲ୍ୟାଣ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande