
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)
- ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ
ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶାମ୍ବ ଦଶମୀ
ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସୂର୍ଯ୍ୟଦେବତାଙ୍କ ଅପାର କରୁଣାରୁ
ସମସ୍ତ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା