
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ବୀର ଛବିଳ ସାଏଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
। ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ
ବୀର ଛବିଳ ସାଏଙ୍କ ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା