
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଚକରା ବିଷୋୟୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଘୁମୁସର ବିଦ୍ରୋହର ଅଦ୍ୱିତୀୟ ନାୟକ ଚକରା ବିଷୋୟୀଙ୍କ
ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ । ବ୍ରିଟିଶ ଶାସନ ବିରୁଦ୍ଧରେ ତାଙ୍କର ଅଦମ୍ୟ ସାହସ ଓ
ବଳିଦାନ ପ୍ରତିଟି ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା