ଶହୀଦ ବୀର ଛବିଳ ସାଏଙ୍କ ବଳିଦାନକୁ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଶହୀଦ ବୀର ଛବିଳ ସାଏଙ୍କ ବଳିଦାନକୁ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିବଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସଂଗ୍ରାମୀ ଶହୀଦ ବୀର ଛବିଳ ସାଏଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।
କେନ୍ଦ୍ରମନ୍ତ୍ରୀଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଶହୀଦ ବୀର ଛବିଳ ସାଏଙ୍କ ବଳିଦାନକୁ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିବଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ

ସଂଗ୍ରାମୀ ଶହୀଦ ବୀର ଛବିଳ ସାଏଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି । ତାଙ୍କର ବୀରତ୍ୱ ଓ

ବଳିଦାନ ପ୍ରତିଟି ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande