
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ବୀର ଶହୀଦ ତୁଙ୍ଗବୀର ଛବିଳ ସାଏଙ୍କ ସ୍ମୃତିଚାରଣ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଭାରତର ମୁକ୍ତି ସଂଗ୍ରାମର ମହାନ ଯୋଦ୍ଧା, ବୀର ଶହୀଦ ତୁଙ୍ଗବୀର ଛବିଳ
ସାଏଙ୍କ ବଳିଦାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା