
ଭୁବନେଶ୍ୱର, 31 ଡିସେମ୍ବର (ହି.ସ.)- ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆଜି ଶେଷ ହେବ । ନୂଆ ବର୍ଷରୁ
ନୂଆ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ ଅନୁ ଗର୍ଗ । ରାଜ୍ୟ ଦେଖିବ ପ୍ରଥମ ମହିଳା
ମୁଖ୍ୟ ଶାସନସଚିବ । 47 ତମ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବେ ଅନୁ ଗର୍ଗ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା