
ଭୁବନେଶ୍ୱର, ୪ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ପରବର୍ତୀ ସମୟରେ ବିଶେଷ ପରିବର୍ତନର ମଧ୍ୟ ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ