
ଭୁବନେଶ୍ୱର, ୦୫ ଡିସେମ୍ବର (ହି.ସ)- ଏଏନଏମ୍ ର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା ସ୍ଥଗିତ ରଖାଯାଇଛି।
ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା ପଂଚମ ପେପର- ମିଡ ୱାଇଫେରୀ ପରୀକ୍ଷା ସ୍ଥଗିତ ହୋଇଛି। ପରବର୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସ୍ଥଗିତ ନେଇ ଓଏନଏମଇବି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆଜି ପରୀକ୍ଷା ଆରମ୍ଭ ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା