
ଭୁବନେଶ୍ୱର, ୦୫ ଡିସେମ୍ବର (ହି.ସ)- ଆସନ୍ତା ସୋମବାର ଡିସେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ପଂଚମ ଅଧିବେଶନ ବଳବତର ଥିବା ହେତୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା