ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଅରବିନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 5 ଡିସେମ୍ବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଅରବିନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୋଗୀ, ଦାର୍ଶନିକ, କବି ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ
ସ୍ୱାଧୀନତା ସଂଗ୍ରାମୀ ଶ୍ରୀ     ଅରବିନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 5 ଡିସେମ୍ବର (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ଶ୍ରୀ ଅରବିନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୋଗୀ, ଦାର୍ଶନିକ, କବି ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଅରବିନ୍ଦଙ୍କ ପୁଣ୍ୟତିଥିରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି। ଆଧ୍ୟାତ୍ମିକତା ଏବଂ ଜାତୀୟତାବୋଧର ବିକାଶ ଦିଗରେ ତାଙ୍କର ଅବଦାନ ଚିରକାଳ ଅମର

ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande