ବିଧାନସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟନୀ ସମାରୋହରେ ଯୋଗଦେଲେ ସାଂସଦ
କେନ୍ଦୁଝର, 6 ଡିସେମ୍ବର (ହି.ସ.) ବିଧାନସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବର ଉଦଘାଟନୀ ସମାରୋହ ଅବସରରେ ଚମ୍ପୁଆ ବିଧାନସଭା ଅନ୍ତର୍ଗତ ଚିମିଳା ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ଅନନ୍ତ ନାୟକ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବଡ଼ବିଲ ପୌରପାଳିକା
Mp attend bidahnsabha sports meat


କେନ୍ଦୁଝର, 6 ଡିସେମ୍ବର (ହି.ସ.)

ବିଧାନସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବର ଉଦଘାଟନୀ ସମାରୋହ ଅବସରରେ ଚମ୍ପୁଆ ବିଧାନସଭା ଅନ୍ତର୍ଗତ ଚିମିଳା ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ଅନନ୍ତ ନାୟକ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବଡ଼ବିଲ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଯୋଡ଼ା ବିଡ଼ିଓ ଦେନିଶ ବେହେରା, ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଜଗନ୍ନାଥ ବେହେରା, ବାର ଆସୋସିଏସନ୍ ର ସଭାପତି ରମେଶ ଚନ୍ଦ୍ର ପ୍ରଧାନ, ସିଦ୍ଧାର୍ଥ ସିଂହ, ନୀଳମଣି ମହାନ୍ତ ପ୍ରମୁଖ ଯୋଗଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande