ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ
ଭୁବନେଶ୍ୱର, ୬ ଡିସେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande