ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପାଇକ ବିଦ୍ରୋହର ଅନ୍ୟତମ ପୁର
ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ

କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପାଇକ ବିଦ୍ରୋହର ଅନ୍ୟତମ

ପୁରୋଧା ଶହୀଦ ଜୟୀ ରାଜଗୁରୁଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande