ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ
ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ


ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ

ସ୍ଵାଧୀନତା ସଂଗ୍ରାମୀ ତଥା ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ

ବାର୍ଷିକୀ ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande