ଭାରତ ରତ୍ନ ବାବାସାହେବ ଡ଼. ବି.ଆର. ଆମ୍ବେଦକରଙ୍କ ସ୍ମରଣ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଭାରତ ରତ୍ନ ବାବାସାହେବ ଡ଼. ବି.ଆର. ଆମ୍ବେଦକରଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ପ୍ରଣେତା, ଭାରତ ରତ୍ନ ବାବାସାହେବ ଡ଼. ବି.ଆର. ଆ
ଭାରତ ରତ୍ନ ବାବାସାହେବ ଡ଼. ବି.ଆର. ଆମ୍ବେଦକରଙ୍କ ସ୍ମରଣ କଲେ     ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ଭାରତ ରତ୍ନ ବାବାସାହେବ ଡ଼. ବି.ଆର. ଆମ୍ବେଦକରଙ୍କ

ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ପ୍ରଣେତା, ଭାରତ ରତ୍ନ ବାବାସାହେବ ଡ଼. ବି.ଆର. ଆମ୍ବେଦକରଙ୍କ

ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ସମାଜରେ ନ୍ୟାୟ ଏବଂ ସମାନତା ପ୍ରତିଷ୍ଠା

କରିବାରେ ତାଙ୍କର ଅବଦାନ ସର୍ବଦା ବନ୍ଦନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande