ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଯେ, ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ବିଭିନ୍ନ କାରଣରୁ ରାଜ୍ୟର ଅନେକ ମଦ ଦୋକାନକୁ ବନ୍ଦ କରାଯାଇଛି । ---------------
ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ


ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ରାଜ୍ୟରେ ଆଉ ଖୋଲିବନି

ନୂଆ ମଦ ଦୋକାନ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଯେ, ଅବକାରୀ ମନ୍ତ୍ରୀ ପୃଥୀରାଜ

ହରିଚନ୍ଦନ । ବିଭିନ୍ନ କାରଣରୁ ରାଜ୍ୟର ଅନେକ ମଦ ଦୋକାନକୁ ବନ୍ଦ କରାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande