
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ୫ ବର୍ଷରେ ଜବତ ହେଲାଣି ୧
ଲକ୍ଷ ୬୬ ହଜାର ୯୪୧ କେଜି ଗଞ୍ଜେଇ । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଅବକାରୀ
ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେହିପରି ୫୨ ହଜାର ୨୩୫ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷ
ନଷ୍ଟ କରାଯାଇଛି । ଚଳିତ ବର୍ଷ ନଭେମ୍ବର ସୁଦ୍ଧା ୨୨ ହଜାର ୩୮୦ କେଜି ଗଞ୍ଜେଇ ଜବତ ହୋଇଛି । ଚଳିତ
ବର୍ଷ ନଭେମ୍ବର ସୁଦ୍ଧା ୨୨ ହଜାର ୩୮୦ କେଜି ଗଞ୍ଜେଇ ଜବତ ହୋଇଛି । କନ୍ଧମାଳରେ ୩୬୪୯, ବୌଦ୍ଧରେ ୩୩୭ ଏକର ଜମିରେ ଗଞ୍ଜେଇ ନଷ୍ଟ ହୋଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା