
ଭୁବନେଶ୍ୱର, 6 ଡିସେମ୍ବର (ହି.ସ.)- ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ଚିଲିକା ନିର୍ବାଚନମଣ୍ଡଳୀର ଲୋକପ୍ରିୟ ବିଧାୟକ ତଥା ମନ୍ତ୍ରୀ, ପୂର୍ତ୍ତ, ଆଇନ ଓ ଅବକାରୀ
ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଜନ୍ମଦିନର ଶୁଭ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସୁସ୍ଥ ଓ
ନିରୋଗ ରହି ରାଷ୍ଟ୍ରସେବାରେ ସଦା ବ୍ରତୀ ରୁହନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା