ଗୋଆରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡକୁ ନେଇ ଦୁଃଖ ପ୍ରକାଶ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 7 ଡିସେମ୍ବର (ହି.ସ.)- କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋଆରେ ଘଟିଥିବା ଭୟାବହ ଆଗ୍ନିକାଣ୍ଡକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ୍ ମିଡିଆରେ ନିଜର ସମବେଦନା ପ୍ରକାଶ କରି କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ହୃଦୟବିଦାରକ। ଧର୍ମେନ୍ଦ
ଗୋଆରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡକୁ ନେଇ ଦୁଃଖ ପ୍ରକାଶ କଲେ     କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 7 ଡିସେମ୍ବର (ହି.ସ.)- କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଗୋଆରେ ଘଟିଥିବା ଭୟାବହ ଆଗ୍ନିକାଣ୍ଡକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ୍

ମିଡିଆରେ ନିଜର ସମବେଦନା ପ୍ରକାଶ କରି କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ହୃଦୟବିଦାରକ।

ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ ତାଙ୍କର ସମବେଦନା ଏହି

ଦୁର୍ଘଟଣାରେ ପ୍ରଭାବିତ ସମସ୍ତଙ୍କ ସହ ରହିଛି । ସେ ନିଜ ପ୍ରିୟଜନଙ୍କୁ ହରାଇଥିବା

ପରିବାରମାନଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ସୁସ୍ଥତା କାମନା

କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande