ଗୋଆ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 7 ଡିସେମ୍ବର (ହି.ସ.)- ଗୋଆ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଗୋଆରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ଏତେ ଅଧିକ ଲୋକଙ୍କ ମୃତ୍ୟୁ ସମ୍ବନ୍ଧିତ ଖବର ଶୁଣି ଗଭୀର ଭାବେ
ଗୋଆ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 7 ଡିସେମ୍ବର (ହି.ସ.)- ଗୋଆ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ

ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଗୋଆରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ଏତେ ଅଧିକ

ଲୋକଙ୍କ ମୃତ୍ୟୁ ସମ୍ବନ୍ଧିତ ଖବର ଶୁଣି ଗଭୀର ଭାବେ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ

ହରାଇଛନ୍ତି, ସେହି ଶୋକାକୁଳ

ପରିବାରମାନଙ୍କ ସହିତ ମୋର ସମବେଦନା ଏବଂ ପ୍ରାର୍ଥନା ରହିଛି । ଆହତମାନଙ୍କ ଶୀଘ୍ର ସୁସ୍ଥତା

ପାଇଁ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande