କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର, 7 ଡିସେମ୍ବର (ହି.ସ.)- କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘଟଗାଁ ମିନି ଷ୍ଟାଡିୟମର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପାରମ୍ପରିକ ଅସ୍ତ୍ରଶସ୍ତ୍ର ଏବଂ ନୃତ୍ୟ ସହ ବିଶାଳ ଶୋଭାଯାତ୍ରାରେ ମା ତାରିଣୀଙ୍କ ମନ୍ଦିର ନିକଟକୁ
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ


ଭୁବନେଶ୍ୱର, 7 ଡିସେମ୍ବର (ହି.ସ.)- କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘଟଗାଁ

ମିନି ଷ୍ଟାଡିୟମର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପାରମ୍ପରିକ

ଅସ୍ତ୍ରଶସ୍ତ୍ର ଏବଂ ନୃତ୍ୟ ସହ ବିଶାଳ ଶୋଭାଯାତ୍ରାରେ ମା ତାରିଣୀଙ୍କ ମନ୍ଦିର ନିକଟକୁ

ଯାଉଛନ୍ତି ମୂଖ୍ୟମନ୍ତ୍ରୀ। ମା ତାରିଣୀଙ୍କ

ନିକଟରେ ପୂଜାର୍ଚ୍ଚନା କରିବା ସହ ୩୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ

ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ, ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କ ସହ ଅନେକ ବିଧାୟକ

ଉପସ୍ଥିତ ଅଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande