ରାଜଗାଙ୍ଗପୁରର ଶ୍ରୁତି ଟପ୍ପୋଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର, ୦୮ ଡିସେମ୍ବର (ହି.ସ)- ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରଠାରେ ଏକ ଦୁଃଖଦ ଘଟଣାରେ ଶ୍ରୁତି ଟପ୍ପୋଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟ
ରାଜଗାଙ୍ଗପୁରର ଶ୍ରୁତି ଟପ୍ପୋଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା


ଭୁବନେଶ୍ୱର, ୦୮ ଡିସେମ୍ବର (ହି.ସ)- ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରଠାରେ ଏକ ଦୁଃଖଦ ଘଟଣାରେ ଶ୍ରୁତି ଟପ୍ପୋଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande