ନାକଟିଦେଉଳ ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି
ନାକଟିଦେଉଳ ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି
ନାକଟିଦେଉଳ ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି


ସମ୍ବଲପୁର, ୦୮, ଡିସେମ୍ବର (ହି.ସ.) ଆଜି ନାକଟିଦେଉଳ ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଏବଂ ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୫୭ ଟି ଆବେଦନ ଗ୍ରହଣ କରାଯାଇଥିଲା ଯେଉଁଥିରୁ ୪୮ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୯ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ୧୩ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣିରେ ସମାଧାନ କରାଯାଇଥିଲା ।

-----------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande