
ପୁରୀ, 8 ଡିସେମ୍ବର (ହି.ସ.)
ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଏହା ନଭେମ୍ବର ୨୩ ତାରିଖ ଠାରୁ ୨୦୨୬ ମସିହା ଫେବୃୟାରୀ ୨୦ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ ବୋଲି ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବିଜୟ