ଆଜି କଟକ ବାରବାଟୀରେ ବିଗ୍ ଫାଇଟ୍
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)- ଆଜି କଟକ ବାରବାଟୀରେ ବିଗ୍ ଫାଇଟ୍। ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-ଟ୍ବେଣ୍ଟି ମ୍ୟାଚ୍। ଆଜି ସନ୍ଧ୍ୟା ୭ଟାରେ ଖେଳାଯିବ ମ୍ୟାଚ୍। ୫ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବାରବାଟୀରୁ ଆରମ୍ଭ ହେବ। ସୂ
ଆଜି କଟକ ବାରବାଟୀରେ ବିଗ୍ ଫାଇଟ୍


ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)- ଆଜି କଟକ ବାରବାଟୀରେ ବିଗ୍ ଫାଇଟ୍। ଭାରତ ଓ ଦକ୍ଷିଣ

ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-ଟ୍ବେଣ୍ଟି ମ୍ୟାଚ୍। ଆଜି ସନ୍ଧ୍ୟା ୭ଟାରେ ଖେଳାଯିବ

ମ୍ୟାଚ୍।

୫ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବାରବାଟୀରୁ ଆରମ୍ଭ

ହେବ। ସୂର୍ଯ୍ୟକୁମାର ଯାଦବଙ୍କ ଭାରତୀୟ ଦଳ ସୋମବାର ଅପରାହ୍ଣରେ ଜୋରଦାର୍‌ ଅଭ୍ୟାସ କରିଥିଲା

। ସେପଟେ ଦକ୍ଷିଣ ଆଫ୍ରିକା ମଧ୍ୟ ମୈଦାନକୁ ଓହ୍ଲାଇବା ପୂର୍ବରୁ କରିଛି ପ୍ରାକ୍ଟିସ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande