ବିଧାନସଭା ନିକଟରେ ଥିବା ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)- କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ନିକଟରେ ଥିବା ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)- କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ

ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ନିକଟରେ ଥିବା ଲକ୍ଷ୍ମୀକାନ୍ତ

ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ

ପ୍ରଭାତି ପରିଡା , କେଭି ସିଂହଦେଓ, ବାଚସ୍ପତି ଶ୍ରୀମତୀ ସୁରମା ପାଢି, ଉପବାଚସ୍ପତି ଶ୍ରୀ

ଭବାନୀ ଶଙ୍କର ଭୋଇ, ଏବଂ ଅନ୍ୟ ମନ୍ତ୍ରୀ

ଓ ବିଧାୟକଗଣ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande