'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)-''କାନ୍ତକବି'' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ସାହିତ୍ୟିକ, ବନ୍ଦେ ଉତ୍
ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)-'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ସାହିତ୍ୟିକ, ବନ୍ଦେ ଉତ୍କଳ

ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜନ୍ମଜୟନ୍ତୀ ଅବସରରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ ଭାଷା ଓ ସାହିତ୍ୟ ପାଇଁ ତାଙ୍କର ଅବଦାନ ଚିରସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande