'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)-''କାନ୍ତକବି'' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, କାଳଜୟୀ ''ବନ୍ଦେ ଉତ୍କଳ ଜନନୀ'' ସଙ୍ଗୀତର ରଚୟିତା, ମହାନ ସା
ନବୀନ


ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)-'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, କାଳଜୟୀ 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତର ରଚୟିତା, ମହାନ ସାହିତ୍ୟିକ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶ ସେବା

ପ୍ରତି ତାଙ୍କ ସମର୍ପଣ ଭାବ ତଥା ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରୁଥିବା ଜାତୀୟତାବାଦୀ

ରଚନା ପାଇଁ ସେ ଚିର ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande