କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)- କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ''ବନ୍ଦେ ଉତ୍କଳ ଜନନୀ''ର ଅ
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ପ୍ରଣାମ କଲେ     ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)- କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ପ୍ରଣାମ

କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା

'ବନ୍ଦେ ଉତ୍କଳ ଜନନୀ'ର ଅମର ସ୍ରଷ୍ଟା

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଭକ୍ତିପୂତ ପ୍ରଣାମ ।

ଜାତୀୟତାବୋଧରେ ପରିପୂର୍ଣ୍ଣ ତାଙ୍କର ସାହିତ୍ୟ ସାଧନା ଏବଂ ମୁକ୍ତି ସଂଗ୍ରାମରେ ତାଙ୍କର

ନିସ୍ୱାର୍ଥପର ଯୋଗଦାନ ସର୍ବଦା ଓଡ଼ିଶାବାସୀଙ୍କ ପାଇଁ ଏକ ଅବିସ୍ମରଣୀୟ ପ୍ରେରଣାର ଉତ୍ସ ହୋଇ

ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande