ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
ନୂଆଦିଲ୍ଲୀ, 9 ଡିସେମ୍ବର (ହି.ସ.) - ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଶ୍ରୀମତି ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କା ସୁଦୀର୍ଘ ଓ ସୁସ୍ୱାସ୍ଥ୍ୟ ଜୀବନ କାମନା
ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି


ନୂଆଦିଲ୍ଲୀ, 9 ଡିସେମ୍ବର (ହି.ସ.) - ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଶ୍ରୀମତି ସୋନିଆ

ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କା ସୁଦୀର୍ଘ ଓ ସୁସ୍ୱାସ୍ଥ୍ୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande