'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)-''କାନ୍ତକବି'' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟର ବରେଣ୍ୟ ସାଧକ ତଥା ''ବନ୍ଦେ ଉତ୍କଳ ଜନନ
ଧର୍ମେନ୍ଦ୍ର


ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)-'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ନମନ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟର ବରେଣ୍ୟ ସାଧକ ତଥା 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତର ସ୍ରଷ୍ଟା 'କାନ୍ତକବି' ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଅବସରରେ

ପ୍ରଣାମ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande