ଭୁବନେଶ୍ୱର, 18 ଫେବୃଆରୀ - ପୂର୍ତ୍ତ, ଅବକାରୀ ଓ ଆଇନ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଆଜି ଭାରତ ଓ ସ୍ପେନ ମହିଳା ହକି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ମ୍ୟାଚରେ ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ।
ଏହି ଅବସରରେ ହକି ଇଣ୍ଡିଆ ପ୍ରେସିଡେଣ୍ଟ ଶ୍ରୀ ଦିଲୀପ ତିର୍କୀ ଏବଂ ଭାରତୀୟ ମହିଳା ଫୁଟବଲ ଟିମ୍ ର ପୂର୍ବତନ କ୍ୟାପଟେନ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ଉପସ୍ଥିତ ଥିଲେ।
ଭାରତ ଓ ସ୍ପେନ ମହିଳା ହକି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ମ୍ୟାଚରେ ସ୍ପେନ ମହିଳା ହକି ଦଳ ବିଜୟ ହାସଲ କରିଛନ୍ତି।
ଏଫଆଇଏଚ ହକି ପ୍ରୋ ଲିଗରେ ପହଂଚି ଖେଳାଳୀ ମାନଙ୍କୁ ଶୁଭେଚ୍ଛା ଜଣାଇଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 18 ଫେବୃଆରୀ - ପୂର୍ତ୍ତ, ଅବକାରୀ ଓ ଆଇନ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଆଜି ଭାରତ ଓ ସ୍ପେନ ମହିଳା ହକି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ମ୍ୟାଚରେ ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ।
ଏହି ଅବସରରେ ହକି ଇଣ୍ଡିଆ ପ୍ରେସିଡେଣ୍ଟ ଶ୍ରୀ ଦିଲୀପ ତିର୍କୀ ଏବଂ ଭାରତୀୟ ମହିଳା ଫୁଟବଲ ଟିମ୍ ର ପୂର୍ବତନ କ୍ୟାପଟେନ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ଉପସ୍ଥିତ ଥିଲେ।
ଭାରତ ଓ ସ୍ପେନ ମହିଳା ହକି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ମ୍ୟାଚରେ ସ୍ପେନ ମହିଳା ହକି ଦଳ ବିଜୟ ହାସଲ କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ଅନିଲ