ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ନବୀନଙ୍କ ଶୋକ
ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ ନବୀନ କହିଛନ୍ତି ଯେ, ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘଦି
ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ନବୀନଙ୍କ ଶୋକ


ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ ନବୀନ କହିଛନ୍ତି ଯେ, ପୂର୍ବତନ ସାଂସଦ

ମୃତ୍ୟୁଞ୍ଜୟ ନାୟକଙ୍କ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘଦିନ ଧରି ଜନସେବାରେ ତାଙ୍କ

କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର

ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande