ହରିୟାଣା ଓ ଦିଲ୍ଲୀ ଗସ୍ତରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.) - ଆଜି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ହରିୟାଣା ଓ ଦିଲ୍ଲୀ ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ ସେ ହରିୟାଣାରେ ଅନୁଷ୍ଠିତ ୩୮ତମ ସୁରଜକୁଣ୍ଡ ଅନ୍ତର୍ଜାତୀୟ କ୍ରାଫ୍ଟସ ମେଳା - ୨୦୨୫ ରେ ଯୋଗ ଦେବେ। ଓଡିଶାର ଐତିହ୍ୟ ଓ ପରମ୍ପରା
ହରିୟାଣା ଓ ଦିଲ୍ଲୀ     ଗସ୍ତରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା


ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)

- ଆଜି

ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ହରିୟାଣା ଓ ଦିଲ୍ଲୀ ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ

ସେ ହରିୟାଣାରେ ଅନୁଷ୍ଠିତ ୩୮ତମ ସୁରଜକୁଣ୍ଡ ଅନ୍ତର୍ଜାତୀୟ କ୍ରାଫ୍ଟସ ମେଳା - ୨୦୨୫ ରେ ଯୋଗ

ଦେବେ। ଓଡିଶାର ଐତିହ୍ୟ ଓ ପରମ୍ପରାକୁ ନେଇ ଆୟୋଜିତ ଏହି ମେଳାର ସ୍ୱତନ୍ତ୍ର ଆକର୍ଷଣ ଓଡିଶା ଥିମ

ପାଭିଲିୟନକୁ ପରିଦର୍ଶନ କରିବେ। ସନ୍ଧ୍ୟାରେ

ସାଂସ୍କୃତିକ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande