କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଫେବ୍ରୁଆରି (ହି.ସ.) ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ ପ୍ରଧାନଙ୍କୁ ଭେଟିଛନ୍ତି । ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି । ଶ୍ରୀ ପ୍ରଧାନ ଏ ସମ୍ପର୍କିତ ଫଟୋ ଶେୟାର କରି
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 20 ଫେବ୍ରୁଆରି (ହି.ସ.) ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ ପ୍ରଧାନଙ୍କୁ ଭେଟିଛନ୍ତି । ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି ।

ଶ୍ରୀ ପ୍ରଧାନ ଏ ସମ୍ପର୍କିତ ଫଟୋ ଶେୟାର କରିବା ସହ ଲେଖିଛନ୍ତି ଯେ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମାଙ୍କ ସହ ଆତ୍ମୀୟ ସାକ୍ଷାତ ହେଲା । ରାଜସ୍ଥାନରେ ଶିକ୍ଷା, ନବାଚାର ଓ ରୋଜଗାର ସୃଜନକୁ ପ୍ରୋତ୍ସାହନ ଦେବା ସମ୍ପର୍କରେ ସାର୍ଥକ ଆଲୋଚନା ହେଲା ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande