ଭୁବନେଶ୍ୱର, 20 ଫେବ୍ରୁଆରି (ହି.ସ.)
- ରାଜ୍ୟ ସରକାର ୩୧ଟି ବୃହତ ଏବଂ ମଧ୍ୟମ ଜଳସେଚନ ପ୍ରକଳ୍ପ, ୨୭ଟି ବ୍ୟାରେଜ, ୭୨ଟି ନଦୀ ଗର୍ଭ ଜଳାଶୟ କରିବା ପାଇଁ
ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୫୧ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଖୁବଶୀଘ୍ର
ଏହାର ଡିପିଆର କାର୍ଯ୍ୟ ଆରମ୍ଭ ହେବ । ବିଧାନସଭାରେ
ଘୋଷଣା କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା